Skip to content
କନ୍ଧମାଳ – ଏକ ବିଂଶ ଶତାଦ୍ଧୀ ଜ୍ଞାନର ଯୁଗ ହୋଇଥିବା ବେଳେ ଜ୍ଞାନ ଆହୋରଣର କୌଣସି ବୟସ ଓ ସମୟ ସୀମା ନାହିଁ. ତେଣୁ ସମସ୍ତେ ଜ୍ଞାନର ଅନ୍ୱେଷଣ କରିବାକୁ ଫୁଲବାଣୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୩ ତମ ବାର୍ଷିକୋତ୍ସବରେ ମୁଖ୍ୟ ଅତିଥିଭାବେ ରାଇକିଆ ଜୀବନଜ୍ୟୋତି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ନାୟକ ଯୋଗଦେଇ ଛାତ୍ରଛାତ୍ରୀ ଓ ସେମାନଙ୍କ ଅବିଭାବକମାନଙ୍କୁ ପରାମର୍ଶ ଦେଇଛନ୍ତି. ମୁଖ୍ୟ ବକ୍ତା ଭାବେ ଫିରିଙ୍ଗିଆ ପଂଚାୟତ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଚିତରଞ୍ଜନ ମିଶ୍ର ଓ ସମ୍ମାନିତ ଅତିଥିଭାବେ ଫୁଲବାଣୀ ଗୋ Â ୀ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ଭୋଇ ଯୋଗଦେଇ ଆମ ଦେଶର ପୂରାତନ ବୈଦିକ ସଂସ୍କୃତି ଓ ସଭ୍ୟତାକୁ ସରସ୍ୱତୀ ବିଦ୍ୟାମନ୍ଦିର ବଂଚାଇ ରଖିଥିବାରୁ ସାଧୁବାଦ ଜଣାଇବା ସହ ଏହି ଅନୁ Â ାନ ଏକ ମଣିଷ ତିଆରି କାରଖାନା ବୋଲି ମତବ୍ୟକ୍ତ କରିଥିଲେ. କାର୍ଯ୍ୟକ୍ରମରେ ବିଦ୍ୟାମନ୍ଦ୍ର ପରିଚାଳନା କମିଟିର ସଭାପତି ହରିଶ୍ଚନ୍ଦ୍ର ମହାରାଣା ପୌରୋହିତ୍ୟ କରିଥିବା ବେଳେ ସମ୍ପାଦକ ବିରଂଚି ନାରାୟଣ ମିଶ୍ର ଅତିଥି ପରିଚୟ ଓ ପ୍ରଧାନ ଆଚାର୍ଯ୍ୟ ଜାନକୀ ବଲ୍ଲଭ ବିଷୋୟୀ ବାର୍ଷିକ ବିରଣୀ ପାଠ କରିଥିଲେ. ଏହି ଅବସରରେ ସ୍କୁଲର ମୁଖପତ୍ର ଅତିଥିମାନଙ୍କ ଦ୍ୱାରା ଉନ୍ମୋଚନ କରାଯିବା ସହ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାାଇଥିଲା. ପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯକ୍ରମ ପରିବେଷଣ ହୋଇଥିଲା. ଉତ୍ସବରେ ହବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ଅବିଭାବକମାନେ ଉପସ୍ଥିତ ଥିଲେ ଓ କାର୍ଯ୍ୟକ୍ରମକୁ ପରିଚାଳନାରେ ସ୍କୁଲର ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟା ସହେଯାଗ କରିଥିଲେ. ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାାଇଥିଲା. ପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯକ୍ରମ ପରିବେଷଣ ହୋଇଥିଲା. ଉତ୍ସବରେ ହବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ଅବିଭାବକମାନେ ଉପସ୍ଥିତ ଥିଲେ ଓ କାର୍ଯ୍ୟକ୍ରମକୁ ପରିଚାଳନାରେ ସ୍କୁଲର ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟା ସହେଯାଗ କରିଥିଲେ. ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାାଇଥିଲା. ପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯକ୍ରମ ପରିବେଷଣ ହୋଇଥିଲା. ଉତ୍ସବରେ ହବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ଅବିଭାବକମାନେ ଉପସ୍ଥିତ ଥିଲେ ଓ କାର୍ଯ୍ୟକ୍ରମକୁ ପରିଚାଳନାରେ ସ୍କୁଲର ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟା ସହେଯାଗ କରିଥିଲେ.
Enjoy this blog? Please spread the word :)