ଭୁବନେଶ୍ୱର– ମେଘାଳୟ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କନରାଡ କେ ସାଙ୍ଗମାଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କର ସୁଖୀ, ସୁସ୍ଥ ଓ ସୁଦୀର୍ଘ ଜୀବନ କାମନା କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO