
ଶନିବାର ବାଚସ୍ପତି ଡ. ପାତ୍ର ଏହି କାର୍ଯ୍ୟର ତଦାରଖ କରିବା ପାଇଁ ରିପୋର୍ଟର୍ସ ଶାଖା ପରଦର୍ଶନ କରି ସଂପୃକ୍ତ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ । ଏହି ଆଲୋଚନା ସମୟରେ ଉପସଚିବ (ରିପୋର୍ଟିଂ) ଶ୍ରୀ ଦେବାନନ୍ଦ ଦୋରା ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
