
ଭୁବନେଶ୍ୱର- ସିବିଏସଇ ପରୀକ୍ଷା ଦେଉଥିବା ଛାତ୍ର ଛାତ୍ରୀ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ।ଶ୍ରୀ ଷଡଙ୍ଗୀ ଟ୍ୱିଟ କରି କହିଛନ୍ତି ଯେ “ ସିବିଏସଇ ଦ୍ବାରା ପରିଚାଳିତ ଦଶମ ଏବଂ ଦ୍ବାଦଶ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ସମସ୍ତ ପରୀକ୍ଷାର୍ଥୀ ମାନଙ୍କ ସଫଳତା ସହ ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି।”