ଉଲ୍ଲେଖନୀୟ ଯେ ମିନାକ୍ଷୀଙ୍କ ଘର ସାମ୍ନାରେ ଏକ ପାର୍କିଂକୁ ନେଇ ଗଣ୍ଡଗୋଳ କୁ ନେଇ ତାଙ୍କ ପୁଅକୁ ପୋଲିସ ଗିରଫ କରିଥିଲା । ଏହି ଘଟଣାକୁ ନେଇ ମିନାକ୍ଷୀ ଫେବୃଆରୀ ୧୨ରେ ଏସ୍ପିଙ୍କୁ ସାକ୍ଷାତ କରିବାକୁ ଯାଇଥିବାବେଳେ ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ । ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ MKCG ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କୁ କଟକ ଏସ୍ସିବି ମେଡିକାଲ୍କୁ ସ୍ଥାନାନ୍ତରିତ କରାଯାଇଥିଲା। ଫେବୃଆରୀ ୧୪ରେ ଏସ୍ସିବିରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତରିତ କରାଯାଇଥିଲା।
Related Stories
October 17, 2024