ଭୁବନେଶ୍ୱର– ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ମହାନ୍ ସଂଗ୍ରାମୀ ତଥା ପାଇକ ବିଦ୍ରୋହର ମୁଖ୍ୟ ପୁରୋଧା ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
