ଭୁବନେଶ୍ୱର– ଜି. ଉଦୟଗିରି ଅଗ୍ନିଶମ ବାହିନୀ ଦ୍ୱାରା ବୋଲିଙ୍ଗିଆଠାରେ ଭୂସ୍ଖଳନ ସ୍ଥଳରୁ ମୋଟ ୨୭ ଜଣ ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଏଥିରେ ୮ଜଣ ପୁରୁଷ, 14ଜଣ ମହିଳା (ଜଣେ ଗର୍ଭବତୀ), 5ଜଣ ଶିଶୁ ଅଛନ୍ତି । ସମସ୍ତଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO