ଭୁବନେଶ୍ୱର,ଜୁଏଲ ଓରାମ ମଙ୍ଗଳବାର ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ବଣାଇଗଡ଼ କଲେଜଠାରେ ଛାତ୍ରଛାତ୍ରୀମାନଙ୍କ ସହ ଏହି ଗୌରବମୟ ଦିବସ ପାଳନ କରିଛନ୍ତି। ଏହି ଅବସରରେ ଭାରତୀୟ ସମ୍ବିଧାନର ମହତ୍ୱ, ଏହାର ମୂଳ ଆଦର୍ଶ ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧ ସମ୍ପର୍କରେ ଯୁବପିଢ଼ିଙ୍କ ସହ ଆଲୋଚନା କଲି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO