ଭୁବନେଶ୍ବର – ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଗୁରୁବାର ଦିନ ଭୁବନେଶ୍ୱରର କଳ୍ପନା ଛକରୁ ରବି ଟକିଜ୍ ଯାଏଁ ସ୍ୱଚ୍ଛତାର ଅନୁଧ୍ୟାନ କରିଛନ୍ତି । ସେ ରାସ୍ତାର ଉଭୟ ପାଖରେ ଥିବା ଅଳିଆ ଉଠାଇବାକୁ ନିର୍ଦ୍ଦେଶ ଦେବା ସହ ରାସ୍ତା ଅବରୋଧ ହଟାଇବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିବା ଜଣା ପଡିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO