ଓଡିଶା ପ୍ରମୋଦ ମେହେର୍ଦ୍ଧା ହେଲେ ରାଜ୍ୟପାଳଙ୍କ ସଚିବ desk February 29, 2020 ଭୁବନେଶ୍ୱର – ରାଜ୍ୟପାଳଙ୍କ ପ୍ରମୁଖ ସଚିବ ମଧୁସୂଦନ ପାଢୀ ଚକବନ୍ଦୀ କମିଶନର ଭାବେ ନିଯୁକ୍ତି ପାଇଥିବା ବେଳେ ପରିବହନ ବିଭାଗ ସଚିବ ପ୍ରମୋଦ ମେହେର୍ଦ୍ଧାଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଏସମ୍ପର୍କରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । Tags: reshuffle in IAS level Continue Reading Previous: ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ଅାରମ୍ଭNext: ଆୟୁଷ୍ମାନ ଭାରତ ଯୋଜନାକୁ ଓଡିଶାରେ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025