ଭୁବନେଶ୍ୱର – ରାଜ୍ୟପାଳଙ୍କ ପ୍ରମୁଖ ସଚିବ ମଧୁସୂଦନ ପାଢୀ ଚକବନ୍ଦୀ କମିଶନର ଭାବେ ନିଯୁକ୍ତି ପାଇଥିବା ବେଳେ ପରିବହନ ବିଭାଗ ସଚିବ ପ୍ରମୋଦ ମେହେର୍ଦ୍ଧାଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଏସମ୍ପର୍କରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
Related Stories
April 19, 2024