ଭୁବନେଶ୍ୱର – ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତି ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ଅତିବଡୀ ପୁରସ୍କାର ହେଉଛି ଓଡ଼ିଆ ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ପୁରସ୍କାର । ଏହାସହ ଏକାଡେମୀ ତରଫରୁ ୧୫ ଜଣ ସାହିତ୍ୟିକ ମଧ୍ୟ ସମ୍ବର୍ଦ୍ଧିତ ହେବେ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
