ବ୍ରହ୍ମପୁର– ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ । ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ପାଢୀଙ୍କ ଘରେ ଅାଜି ଭିଜିଲାନ୍ସ ପକ୍ଷରୁ ଚଢ଼ଉ ହୋଇଛି । ବିନୋଦଙ୍କ ବ୍ରହ୍ମପୁର ସ୍ଥିତ ବାସଭବନ ସମେତ ଏକକାଳୀନ ୧୨ଟି ସ୍ଥାନରେ ଚଢଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ଉ କରାଯାଉଥିବା ନେଇ ସୂଚନା ମିଳିଛି ।
Related Stories
November 24, 2024
November 24, 2024