
ଭୁବନେଶ୍ୱର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିକା ବୀଣାପାଣି ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ସେ ଟ୍ବିଟ କରି କହିଛନ୍ତି ଯେ “ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ ପାଇଁ ମନୋନୀତ ବିଶିଷ୍ଟ ଲେଖିକା ବୀଣାପାଣି ମହାନ୍ତିଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ଆଗାମୀ ଦିନରେ ନିଜ ସୃଜନ ସୃଷ୍ଟି ଦ୍ୱାରା ଓଡ଼ିଆ ସାହିତ୍ୟ ଜଗତକୁ ଆହୁରି ସମୃଦ୍ଧ କରନ୍ତୁ।”