ଭୁବନେଶ୍ୱର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିକା ବୀଣାପାଣି ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ସେ ଟ୍ବିଟ କରି କହିଛନ୍ତି ଯେ “ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ ପାଇଁ ମନୋନୀତ ବିଶିଷ୍ଟ ଲେଖିକା ବୀଣାପାଣି ମହାନ୍ତିଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ଆଗାମୀ ଦିନରେ ନିଜ ସୃଜନ ସୃଷ୍ଟି ଦ୍ୱାରା ଓଡ଼ିଆ ସାହିତ୍ୟ ଜଗତକୁ ଆହୁରି ସମୃଦ୍ଧ କରନ୍ତୁ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO