ଭୁବନେଶ୍ୱର – ଏଣିକି ବିପିଏଲଙ୍କ ସମେତ ଅନ୍ୟାନ୍ୟ ବର୍ଗର ପିଲାମାନଙ୍କୁ ଜୋତା, ଡ୍ରେସ ଓ ପରିଚୟ ପତ୍ର ମିଳିବ ବୋଲି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ପ୍ରକାଶ କରିଛନ୍ତି ।
ସ୍କୁଲ ଟାଇମର ପରିବର୍ତନ ସମ୍ପର୍କିତ ପ୍ରଶ୍ନର ଉତର ଦେଇ ସେ କହିଥିଲେ ଯେ, ଏଭଳି ନିଷ୍ପତି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇ ନାହିଁ । ବିଇଓ ଯେଉଁ ହେଡ ମାଷ୍ଟର ମାନଙ୍କୁ ଚିଠି ଲେଖିଛନ୍ତି ତାହା ତାଙ୍କର ନିଷ୍ପତି ବୋଲି ସେ କହିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO