ବାଲେଶ୍ୱର- ଜଳେଶ୍ୱର ଝାଡ଼େଶ୍ୱରପୁର ବସ୍ତିରୁ ୨୫୦ ଗ୍ରାମ୍ ଓଜନର ବ୍ରାଉନସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ । ଘଟଣାରେ ଜଣେ ବେପାରୀକୁ ପୋଲିସ ଗିରଫ କରିଛି । ତେବେ ଏଥିରେ ଅନ୍ୟ କାହାରି ସମ୍ପୃକ୍ତି ରହିଛି କି ନାହିଁ ପୋଲିସ ସେନେଇ ତଦନ୍ତ ଚଳାଇଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
