ଭୁବନେଶ୍ୱର – ଏସସିବିର ଦୁଇ ଜଣ ଡାକ୍ତରଙ୍କ ସମ୍ପତ୍ତି ଠୁଳ ମାମଲାରେ ପ୍ରବର୍ତନ ନିର୍ଦେଶାଳୟ ଜାଂଚ କରିବ । ଏହି ଦୁଇ ଜଣ ଡାକ୍ତର ହେଲେ ରବୀନ୍ଦ୍ର ଜେନା ଓ ସୁଧା ସେଠୀ । ଏହି ଦୁଇ ଡାକ୍ତର ଆର୍ଥିକ ଅନିୟମିତତା ଅଭିଯୋଗରେ 2018ରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO