ନୂଆଦିଲ୍ଲୀ– ଶିବାଜୀ ଜୟନ୍ତୀ ଅବସରରେ ସଂସଦ ପରିସରରେ ବାଚସ୍ପତି ଓମ ବିରଲା ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲାଦ ଯୋଶୀ ଛତ୍ରପତି ଶିବାଜୀ ମହାରାଜଙ୍କୁ ଶ୍ରଦ୍ଧାଂଜଳି ଅର୍ପିତ କରିଛନ୍ତି । ଏହି ଅବସରରେ ଶିବସେନା ସମେତ ଅନ୍ୟ ଦଳର ସାଂସଦ ମାନେ ମଧ୍ୟ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
