ଭୁବନେଶ୍ୱର ନୂଆଦିଲ୍ଲୀ-ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକରଙ୍କୁ ତାଙ୍କର ଶ୍ରାଦ୍ଧ ଦିବସରେ ମନେ ପକାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଟ୍ୱିଟ କରି କହିଛନ୍ତି ଯେ ତାଙ୍କର ସାଧୁତା, ସରଳତା ପାଇଁ ଜଣାଶୁଣା ସ୍ୱର୍ଗୀୟ ପାରିକର କର୍ତବ୍ୟ ପ୍ରତି ପ୍ରତିବଦ୍ଧ ଥିଲେ । ତାଙ୍କର ଦେଶ ପାଇଁ ସେବା ଓ ଅବଦାନ ପାଇଁ ସେ ସବୁବେଳେ ମନେ ରହିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO