ଭୁବନେଶ୍ୱର – କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କ୍ରୀଡ଼ା ଓ ଯୁବସେବା ବିଭାଗ ଅଧୀନରେ ଥିବା ସମସ୍ତ କ୍ରୀଡ଼ା ଛାତ୍ରାବାସ ଆଜି ଠାରୁ ମଇ ୫ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଛି । ଅନ୍ତେବାସୀଙ୍କ ଖାଦ୍ୟ ଓ ଅନ୍ୟାନ୍ୟ ଭତା ସେମାନଙ୍କ ବ୍ୟାଙ୍କ ଆକାଉଂଟରେ ଜମା କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ସୁରକ୍ଷିତ ଭାବେ ଗୃହକୁ ପ୍ରତ୍ୟାବର୍ତନ କରିବା ପାଇଁ ସେମାନଙ୍କୁ ଖର୍ଚ୍ଚ ପ୍ରଦାନ କରାଯାଉଛି ।
Related Stories
November 24, 2024
November 24, 2024