ଭୁବନେଶ୍ୱର– ସମ୍ପୂର୍ଣ ତାଲାବନ୍ଦ କରିବାକୁ ଜିଲ୍ଲାପାଳ ମାନଙ୍କୁ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କ୍ଷମତା ପ୍ରଦାନ କରା ଯାଇଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ମାନଙ୍କୁ ନେଇ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ଭିଡିଓ କନଫ୍ରେନ୍ସିଂ ଜରିଆରେ ଏ ସମ୍ପର୍କରେ ଆବଶ୍ୟକୀୟ ନିର୍ଦେଶ ଦିଆ ଯାଇଛିା ରାଜ୍ୟ ସରକାରଙ୍କ କୋବିଡ-୧୯ର ମୁକାବିଲା କରିବାକୁ ଗଠିତ କମିଟିର ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।
Related Stories
November 24, 2024
November 24, 2024