ଓଡିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୩ ମାସର ଦରମା ଦେଲେ ସାଂସଦ ସସ୍ମିତ ପାତ୍ର desk March 25, 2020 1 min read ଭୁବନେଶ୍ୱର – ବିଜେଡି ସାଂସଦ ଡ. ସସ୍ମିତ ପାତ୍ର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି (କୋଭିଡ୍ -୧୯ )କୁ ନିଜର ୩ ମାସର ଦରମା ପ୍ରଦାନ କରିଛନ୍ତି । ଅନଲାଇନ୍ ଟ୍ରାଂଜାକସନ୍ ମାଧ୍ୟମରେ ଡ. ପାତ୍ର ୩ ମାସର ଦରମା ବାଦକୁ ୩ ଲକ୍ଷ ଟଙ୍କା ଦାନ କରିଛନ୍ତି । Tags: MP Sasmit patra gives his 3 months salary Continue Reading Previous: ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୪ ମାସର ଆଗୁଆ ଦରମା ଘୋଷଣା Next: ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025