ଭୁବନେଶ୍ୱର – ବିଜେଡି ସାଂସଦ ଡ. ସସ୍ମିତ ପାତ୍ର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି (କୋଭିଡ୍ -୧୯ )କୁ ନିଜର ୩ ମାସର ଦରମା ପ୍ରଦାନ କରିଛନ୍ତି । ଅନଲାଇନ୍ ଟ୍ରାଂଜାକସନ୍ ମାଧ୍ୟମରେ ଡ. ପାତ୍ର ୩ ମାସର ଦରମା ବାଦକୁ ୩ ଲକ୍ଷ ଟଙ୍କା ଦାନ କରିଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
