ଭୁବନେଶ୍ୱର । କଟକ ଜିଲ୍ଲାର ନରସିଂହପୁର ବ୍ଲକ ଛକ ନିକଟରେ ଏକ ଦୋନାନରେ ଅଗ୍ନିକାଣ୍ଡ ଘଟିଛି । ଲକଡାଉନ ବେଳେ ଗତ ବିଳମ୍ବିତ ରାତ୍ରୀରେ ଘଟିଥିବା ଏହି ଭୟାବହ ଅଗ୍ରିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇ ଯାଇଥିବା ଜଣା ପଡିଛି । ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଜଣା ପଡି ନାହିଁ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
