ମୁମ୍ବାଇ – ମହାରାଷ୍ଟ୍ରରେ କୋବିଡ-୧୯ର ସାତଟି ନୂଆ ମାମଲା ସାମନାକୁ ଆସିଛି ।ରାଜ୍ୟର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ମାମଲା ୧୯୩କୁ ବୃଦ୍ଧି ପାଇଛି ।
ନୂଆ ସାତଟି ମାମଲା ମଧ୍ୟରୁ ୪ଟି ମୁମ୍ବାଇର ହୋଇଥିବା ବେଳେ ଗୋଟିଏ – ଗୋଟିଏ ପୁଣେ, ନାଗପୁର ଓ ସାଙ୍ଗଲିର ରହିଥିବା ବିଭାଗୀୟ ଅଧିକାରୀମାନଙ୍କ ସୂତ୍ରରୁ ପ୍ରକାଶ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO