ଭୁବନେଶ୍ୱର– ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସୁନ୍ଦରଗଡ ସାଂସଦ ଜୁଏଲ ଓରାମ ଶହୀଦ ଲକ୍ଷ୍ମଣ ନାୟକଙ୍କୁ ବଳିଦାନ ଦିବସରେ ମନେ ପକାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ମହାନ ବିପ୍ଲବୀ ତଥା ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାୟକଙ୍କୁ ବଳିଦାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଂଜଳି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
