ନୂଆଦିଲ୍ଲୀ– ରାଜସ୍ଥାନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ ରାଜସ୍ଥାନ ଦିବସରେ ସେଠାରେ ରହୁଥିବା ସମସ୍ତ ଭାଇ ଭଉଣୀ ମାନଙ୍କୁ ଶୁଭକାମନା । ସାହସ, ଶୌର୍ଯ୍ୟ ଓ ପରାକ୍ରମ ପାଇଁ ପ୍ରସିଦ୍ଧ ଏହି ପ୍ରଦେଶ ପ୍ରଗତିର ରାସ୍ତାରେ ନିରନ୍ତର ଅଗ୍ରସର ହେଉ ବୋଲି କାମନା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO