ଜାମ୍ମୁ-ଦିଲ୍ଲୀର ନିଜାମୁଦ୍ଦିନ ଠାରେ ଅନୁଷ୍ଠିତ ହୋଇଥିବା ତବଲିଗୀ ଜମାତରୁ ଜାମ୍ମୁ କାଶ୍ମୀରର ପୁଂଛ ଜିଲ୍ଲାକୁ ଫେରିଥିବା ୧୦ ଜଣ ବ୍ୟକ୍ତିଙ୍କୁ ଜିଲ୍ଲା ପ୍ରଶାସନ ଚିହ୍ନଟ କରିଛି । ସେମାନଙ୍କୁ କ୍ୱାରେଂଟାଇନରେ ରଖା ଯାଇଛି । ପୁଂଛର ଏସଏସପି ରମେଶ ଅଙ୍ଗରାଲ ଏହି ସୂଚନା ଦେଇଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
