ଭୁବନେଶ୍ୱର – ରାଜ୍ୟରେ କରୋନା ସଂକ୍ରମିତ ଚତୁର୍ଥ ରୋଗୀ ଚିହ୍ନଟ ହେବା ପରେ ଓଡିଶା ପୋଲିସ ଦ୍ୱାରା ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ ମାନଙ୍କୁ ଚିହ୍ନଟ କରି ସେମାନଙ୍କୁ କ୍ୱାରେଂଟାଇନକୁ ପଠାଇବାକୁ ପ୍ରୟାସ କରା ଯାଉଛି । ରାଜ୍ୟ ସରକାରଙ୍କ ସଚିବ ବିଶାଳ ଦେବ ଏହି ସୂଚନା ଦେଇଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
