ଭୁୁବନେଶ୍ୱର – ଉତ୍କଳ ଦିବସ ଉପଲକ୍ଷେ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ଓଡିଶାର ସ୍ଥାପନା ଦିବସ ତଥା ଉତ୍କଳ ଦିବସ ଅବସରରେ ଓଡିଆ ଭାଈ ଉଉଣୀ ମାନଙ୍କୁ ହାର୍ଦିକ ଅଭିନନ୍ଦନ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
