ଭୁୁବନେଶ୍ୱର। ପବିତ୍ର ଉତ୍କଳ ଦିବସ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ସମସ୍ତଙ୍କୁ ହାର୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡିଶାର ଲଢେଇରେ ସାମିଲ ହେବାକୁ ଆହ୍ୱାନ ଜଣାଇଛନ୍ତି ।
Related Stories
November 24, 2024
November 24, 2024