ନୋଇଡା– ଗତ ୨୪ ଘଂଟା ମଧ୍ୟରେ ଗୌତମବୁଦ୍ଧନଗରରେ ଗୋଟିଏ ହେଲେ ନୂଆ କରୋନା ମାମଲା ଆସି ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଜିଲ୍ଲା ମାଜିଷ୍ଟ୍ରେଟ ।
ସେ କହିଛନ୍ତି ବର୍ତମାନ ସୁଦ୍ଧା ଜିଲ୍ଲାରେ ୪୮ଟି ମାମଲା ସାମନାକୁ ଆସିଛି । ତା ମଧ୍ୟରୁ ଛଅ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
