ଆଗ୍ରା – ଉତର ପ୍ରଦେଶର ଆଗ୍ରା ଠାରେ ମୋଟ ୧୩୭ ଜଣଙ୍କ ମଧ୍ୟରୁ ୩୧ ଜଣ କରୋନା ରୋଗରେ ସଂକ୍ରମିତ ହୋଇଛନ୍ତି ବୋଲି କହିଛନ୍ତି ଆଗ୍ରାର ଜିଲା ମାଜିଷ୍ଟ୍ରେଟ ପ୍ରଭୁ ଏନ ସିଂହ । ସେ କହିଛନ୍ତି ଯେ ଆଗ୍ରା ଜିଲ୍ଲାରେ ବର୍ତମାନ ସୁଦ୍ଧା ୩୧ ଜଣ ସଂକ୍ରମିତ ହୋଇଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
