ରାଷ୍ଟ୍ରୀୟ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୯୪ ହେଲା desk April 8, 2020 ନୂଆଦିଲ୍ଲୀ। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୯୪ ରେ ପହଂଚିଛି । ଏଥି ମଧ୍ୟରୁ ୪୬୪୩ ମାମଲା ସକ୍ରିୟ ରହଛି । ଦେଶରେ କରୋନା କାରଣରୁ ମୋଟ ମୃତ୍ୟୁ ସଂଖ୍ୟା ୧୪୯ରେ ପହଂଚିଛି । ବର୍ତମାନ ସୁଦ୍ଧା ୪୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆ ଯାଇଛି । Tags: Total Corona cases Continue Reading Previous: ଅତ୍ୟାବଶ୍ୟକ ସାମଗ୍ରୀର ଉପଲବ୍ଧତା ସୁନିଶ୍ଚିତ କରିବାକୁ ପତ୍ର ଲେଖିଲେ କେନ୍ଦ୍ର ଗୃହ ସଚିବ Next: ମଧ୍ୟପ୍ରଦେଶର ଇନ୍ଦୋରରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025