ନୂଆଦିଲ୍ଲୀ। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୯୪ ରେ ପହଂଚିଛି । ଏଥି ମଧ୍ୟରୁ ୪୬୪୩ ମାମଲା ସକ୍ରିୟ ରହଛି । ଦେଶରେ କରୋନା କାରଣରୁ ମୋଟ ମୃତ୍ୟୁ ସଂଖ୍ୟା ୧୪୯ରେ ପହଂଚିଛି । ବର୍ତମାନ ସୁଦ୍ଧା ୪୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
