ରାଷ୍ଟ୍ରୀୟ ମଧ୍ୟପ୍ରଦେଶର ଇନ୍ଦୋରରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ desk April 8, 2020 ଭୋପାଳ ।ମଧ୍ୟ ପ୍ରଦେଶର ଇନ୍ଦୋର ଠାରେ ଶ୍ରୀ ଅରବିନ୍ଦ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସରେ ଜଣେ ୪୯ ବର୍ଷୀୟ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ବର୍ତମାନ ସୁଦ୍ଧା କରୋନାରେ ଇନ୍ଦୋରରେ ମୋଟ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆ ଯାଇଛି । Tags: One more dies in Indore Continue Reading Previous: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୯୪ ହେଲାNext: ଉତରାଖଣ୍ଡରେ ବିଧାୟକ ମାନଙ୍କ ଦରମା ୩୦ ପ୍ରତିଶତ କମ କରିବା ନେଇ କ୍ୟାବିନେଟର ନିଷ୍ପତି Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025