ଭୋପାଳ ।ମଧ୍ୟ ପ୍ରଦେଶର ଇନ୍ଦୋର ଠାରେ ଶ୍ରୀ ଅରବିନ୍ଦ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସରେ ଜଣେ ୪୯ ବର୍ଷୀୟ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ବର୍ତମାନ ସୁଦ୍ଧା କରୋନାରେ ଇନ୍ଦୋରରେ ମୋଟ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
