ଓଡିଶା ସମ୍ବଲପୁରରେ ଗତ ୨୪ ଘଂଟା ମଧ୍ୟରେ ଲକଡାଉନ ଭାଙ୍ଗିବା ଅଭିଯୋଗରେ ୧୫ଟି ମାମଲା desk April 8, 2020 1 min read ଭୁବନେଶ୍ୱର, ସମ୍ବଲପୁର- ଲକ ଡାଉନ ଚାଲିଥିବା ବେଳେ ଏ ସମ୍ପର୍କିତ ନିୟମ ଭଙ୍ଗ ଅଭିଯୋଗରେ ସମ୍ବଲପୁର ପୋଲିସ ଗତ ୨୪ ଘଂଟା ମଧ୍ୟରେ ୩୧ ଜଣଙ୍କ ବିରୁଦ୍ଧରେ ୧୫ଟି ମାମଲା ରୁଜୁ କରିଛି । ଏହା ବ୍ୟତୀତ ୪୭ଟି ବାହନକୁ ପୋଲିସ ସିଜ କରିଥିବା ଟ୍ୱିଟ କରି ସୂଚନା ଦେଇଛନ୍ତି ସମ୍ବଲପୁର ଏସପି । Tags: Sambalpur Continue Reading Previous: ୨୪ ଘଂଟାରେ ୨୬୯ ମାମଲା ରୁଜୁ Next: ଗଞ୍ଜାମରେ ସମୂହ ସ୍ୱାସ୍ଥ୍ୟ ଯାଞ୍ଚ କରାଯିବ: ଜିଲ୍ଲାପାଳ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories କେନ୍ଦ୍ର ସରକାରଙ୍କ ‘ଜଳ ଶକ୍ତି ହାକାଥନ୍–୨୦୨୫’ :ଏକ ଜାତୀୟ ଜଳ ଆନ୍ଦୋଳନ 1 min read ଓଡିଶା କେନ୍ଦ୍ର ସରକାରଙ୍କ ‘ଜଳ ଶକ୍ତି ହାକାଥନ୍–୨୦୨୫’ :ଏକ ଜାତୀୟ ଜଳ ଆନ୍ଦୋଳନ December 15, 2025 ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି 1 min read ଓଡିଶା ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି December 15, 2025 ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଓଡିଶା ମାଷ୍ଟର୍ସ ୨୦୨୫ ଉଦ୍ଯାପିତ 1 min read ଓଡିଶା ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଓଡିଶା ମାଷ୍ଟର୍ସ ୨୦୨୫ ଉଦ୍ଯାପିତ December 15, 2025