ଭୁବନେଶ୍ୱର, ସମ୍ବଲପୁର- ଲକ ଡାଉନ ଚାଲିଥିବା ବେଳେ ଏ ସମ୍ପର୍କିତ ନିୟମ ଭଙ୍ଗ ଅଭିଯୋଗରେ ସମ୍ବଲପୁର ପୋଲିସ ଗତ ୨୪ ଘଂଟା ମଧ୍ୟରେ ୩୧ ଜଣଙ୍କ ବିରୁଦ୍ଧରେ ୧୫ଟି ମାମଲା ରୁଜୁ କରିଛି । ଏହା ବ୍ୟତୀତ ୪୭ଟି ବାହନକୁ ପୋଲିସ ସିଜ କରିଥିବା ଟ୍ୱିଟ କରି ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
