
ଭଞ୍ଜନଗର, ଜୟକୃଷ୍ଣ ପଟ୍ଟନାୟକ
କୋଭିଡ-୧୯ର ମୁକାବିଲା ପାଇଁ ସରକାରଙ୍କୁ ବିଭିନ୍ନ ଆଡୁ ସମର୍ଥନ ମିଳିବାରେ ଲାଗିଛି।ଯାହାଫଳରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିକୁ ସହାୟତା ର ସୁଅ ଛୁଟିବାରେ ଲାଗିଛି।ଆଜି ଭଞ୍ଜନଗର କୋର୍ଟର ବରିଷ୍ଠ ଆଇନଜୀବୀ ଏମ.ତାଜ ଆଦେନି ଙ୍କ ନାତି କୁଶଲ ଅରମାନ ଆଦେନି ନିଜ ସଞ୍ଚିତ ଅର୍ଥରୁ ମୋଟ ୧୫ଶହ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ମାଧ୍ୟମରେ ଦାନ କରିଛନ୍ତି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO