ନୂଆଦିଲ୍ଲୀ– ଆୟୁର୍ବେଦର ବିଭିନ୍ନ ପରୀକ୍ଷିତ ମାର୍ଗରେ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ସମସ୍ତଙ୍କ ପ୍ରୟାସରେ ଯୋଗଦାନ ଦେବା ନିମନ୍ତେ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏହି ମାର୍ଗଦର୍ଶିକା ଜାରି କରାଯାଇଛି।
Related Stories
September 22, 2025