ନୂଆଦିଲ୍ଲୀ– କୋଭିଡ-19 ମୁକାବିଲା ଲାଗି ଲକଡାଉନକୁ ପ୍ରଭାବୀ ଢଙ୍ଗରେ କାର୍ଯ୍ୟକାରୀ କରିବା ସହିତ ଦେଶର ବିଭିନ୍ନ ସ୍ଥାନରେ ରିଲିଫ କ୍ୟାମ୍ପଗୁଡ଼ିକରେ ରହୁଥିବା ପ୍ରବାସୀ ଶ୍ରମିକମାନଙ୍କ କଲ୍ୟାଣ ନିମନ୍ତେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକୁ ପତ୍ର ଲେଖାଯାଇଛି।