ନୂଆଦିଲ୍ଲୀ- ହସ୍ପିଟାଲ ପରିସରରେ ଏବଂ କୋଭିଡ-19 ପଜିଟିଭ ଚିହ୍ନଟ ହୋଇଥିବା ଏବଂ କ୍ବାରେଣ୍ଟାଇନରେ ଥିବା ସନ୍ଦିଗ୍ଧ ଲୋକଙ୍କୁ ଯାଞ୍ଚ କିମ୍ବା ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଥିବା ସ୍ଥାନରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ସୁରକ୍ଷା ଦେବାକୁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।