
ବ୍ରହ୍ମପୁର: ବ୍ରହ୍ମପୁର ଏସ୍ପି ପିନାକ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ସଦର ଏସ୍ଡିପିଓ ଜୟନ୍ତ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଗୋଳନ୍ଥରା ଓ ମେରାଇନ ଥାନା ଇଲାକାରେ ବିଭିନ୍ନ ଗ୍ରାମାଞ୍ଚଳକୁ ବୁଲି କରୋନା ରୋଗର ଭୟାବହତା ଉପରେ ସଚେତନତା କରିବା ସହ ମାସ୍କ ବଣ୍ଟନ କରିଥିଲେ । ଲକ୍ ଡାଉନ୍ ସମୟରେ ଘରୁ ନବାହାରିବା, ସାମାଜିକ ଦୂରତ୍ୱକୁ ବଜାଇ ରଖିବା ପାଇଁ ଗ୍ରାମବାସୀଙ୍କୁ ଅନୁରୋଧ କରିଥିଲେ । ଗୋଳନ୍ଥରା ଥାନାଧିକାରୀ ବାବୁଲି ନାୟକ, ମେରାଇନ ଥାନାଧିକାରୀ ଗୌରାଙ୍ଗ ସାହୁ ପ୍ରମୁଖ ରାମାୟାପାଟଣା, ସୋନପୁର, ଚନ୍ଦନବାଡ ଆଦି ଅଞ୍ଚଳ ବୁଲି ସଚେତନତା କରୁଥିବା ଦେଖିବାକୁ ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO