ଭୁବନେଶ୍ୱର। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ଫାଇଭ ଟି ସଚିବ ଭି.କେ ପାଣ୍ଡିଆନ ମୟୁରଭଂଜ, କେନ୍ଦୁଝର ଓ ବାଲେଶ୍ୱର ଗସ୍ତରେ ଯାଇ ଉକ୍ତ ଜିଲ୍ଲା ମାନଙ୍କରେ କୋବିଡ ହସପିଟାଲ ସମ୍ପର୍କରେ ସମୀକ୍ଷା କରିବେ । ମୁଖ୍ୟ ଶାସନ ସଚିବ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
