ଗଞ୍ଜାମ– ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ଜିଲ୍ଲାର ଶେରେଗଡ଼ ବ୍ଲକର ଅଲାରିଗଡ଼ ଠାରେ ଆଜି ଏକ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନର ଶୁଭାରମ୍ଭ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ।
ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ପଚାଂୟତ ପ୍ରତିନିଧି, ଅଧିକାରୀଗଣ, ବିଜୁ ଜନତା ବାହିନୀର ସଦସ୍ୟ ଏବଂ ବିଜେଡ଼ି କର୍ମୀ ଓ ବିଜୁ ପ୍ରେମୀ ମାନେ ଯୋଗ ଦେଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO