ଭୁବନେଶ୍ୱର– ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଅପ୍ରେଲ ୨୭ରୁ ଅପ୍ରେଲ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଂଟା ମଧ୍ୟରେ ୪୯ଟି ମାମଲା ଦାୟର କରାଯାଇଛି । ସେଥିରୁ ୪୪ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୧ଟି ଗୁଜବ ପ୍ରଚାର ପାଇଁ ଏବଂ ୪ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୪୯ ଜଣଙ୍କୁ ଗିରଫ କରାଯାଇଛି ।
Related Stories
November 25, 2024