ଭୁବନେଶ୍ୱର। ବ୍ରହ୍ମପୁରରେ ଲକଡାଉନ ନିୟମ ଉଲ୍ଲଂଘନରେ ଗତ ୨୪ ଘଂଟା ମଧ୍ୟରେ ୫ ଜଣଙ୍କୁ ଗିରଫ କରା ଯାଇଛି । ୫ ଟି ମାମଲା ରୁଜୁ କରା ଯାଇଥିବା ସହ ଏହି ଅବଧି ମଧ୍ୟରେ ୨୧୬ ଟି ବାହନରେ ଚାଲାଣ କଟା ଯାଇଥିବା ବ୍ରହ୍ମପୁର ଏସପି ସୂଚନା ଦେଇଛନ୍ତି ।
ସେହିପରି ଏହି ସମୟ ମଧ୍ୟରେ ମାସ୍କ ପିନ୍ଧି ନଥିବା ଅଭିଯୋଗରେ ୧୩୫ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଥିବା ବେଳେ ୫୨ ଲିଟର ମଦ ଜବତ କରା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO