
ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟ ବାତ୍ୟା ଅମ୍ଫାନକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥାବାର୍ତା କରିଛନ୍ତି । ଏହି କଥାବାର୍ତା ସମୟରେ ସେ ରାଜ୍ୟକୁ ସମସ୍ତ ପ୍ରକାର ସହଯୋଗ ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଥିବା କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୂତ୍ରରୁ ପ୍ରକାଶ ।